Flag of IndiaBharat Pulse सत्यमेव जयते
BAD CRIME ODISHA

Protest rally demanding justice for Chameli: Police march in front of the station

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହାକୁ ଭିତ୍ତି କରି ସରପଞ୍ଚ ଓଝାଙ୍କପୋଲିସ ଉଠାଇ ନେଇ ଥିଲା।

ଧରିତ୍ରୀ Sat, 13 Jun 2026 07:29
Read the original at ଧରିତ୍ରୀ ↗