BAD
CRIME
ODISHA
Robbery case solved, accused arrested
ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ ବନ ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଥିଲା। ଏନେଇ ଅଭିଯୁକ୍ତ ଜଣଙ୍କ ଜାଣି ସେଠାରୁ ଖସି ପଳାଇଥିଲେ।
Read the original at ଧରିତ୍ରୀ ↗